Русские видео

Сейчас в тренде

Иностранные видео


Скачать с ютуб Laxmi Purana ଲକ୍ଷ୍ମୀ ପୁରାଣ | ମାଣବସା ଗୁରୁବାର ବହିଗୀତ | Namita Agrawal & Gita Dash | Sidharth Bhakti в хорошем качестве

Laxmi Purana ଲକ୍ଷ୍ମୀ ପୁରାଣ | ମାଣବସା ଗୁରୁବାର ବହିଗୀତ | Namita Agrawal & Gita Dash | Sidharth Bhakti 6 лет назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



Laxmi Purana ଲକ୍ଷ୍ମୀ ପୁରାଣ | ମାଣବସା ଗୁରୁବାର ବହିଗୀତ | Namita Agrawal & Gita Dash | Sidharth Bhakti

ଲକ୍ଷ୍ମୀ ପୁରାଣ ଓଡ଼ିଆ ସାହିତ୍ୟର ପଞ୍ଚସଖା (ଜଗନ୍ନାଥ ଦାସ, ଅଚ୍ୟୁତାନନ୍ଦ ଦାସ, ବଳରାମ ଦାସ, ଅନନ୍ତ ଦାସ, ଯଶୋବନ୍ତ ଦାସ)ଙ୍କ ମଧ୍ୟରେ ଜ୍ୟେଷ୍ଠ କବି ବଳରାମ ଦାସଙ୍କ ଦ୍ଵାରା ପଞ୍ଚଦଶ ଶତାବ୍ଦୀରେ ଓଡ଼ିଆ ଭାଷାରେ ଲେଖା ଏକ ସାହିତ୍ୟିକ ପୁରାଣ କୃତି ।ଏହା ଓଡ଼ିଶାର ଘରେ ଘରେ ମାଣବସା ଗୁରୁବାର ନାମରେ ମଧ୍ୟ ଖ୍ୟାତ । ମାର୍ଗଶୀର ମାସର ଗୁରୁବାର ଦିନ ଓଡ଼ିଶାର ପ୍ରତି ଘରେ ଲକ୍ଷ୍ମୀପୂଜା ବା ମାଣବସା ଗୁରୁବାର ପାଳିତ ହୁଏ ।ମାର୍ଗଶୀର ମାସର ଏକ ଗୁରୁବାର ଦିନ ଶ୍ରୀୟା ଚଣ୍ଡାଳୁଣୀ ନାମକ ଏକ ଅଚ୍ଛବର ଭକ୍ତିରେ ପ୍ରୀତ ହୋଇ ଦେବୀ ଲକ୍ଷ୍ମୀ ତା ଘରେ ପହଞ୍ଚିଲେ । ଦେବୀ ଲକ୍ଷ୍ମୀଙ୍କ ଏଭଳି ଆଚରଣରେ ପ୍ରଭୁ ବଳରାମ କ୍ରୋଧାନ୍ଵିତ ହୋଇ ଦେବୀଙ୍କୁ ଘରୁ ବାହାର କରିଦେବାକୁ ପ୍ରଭୁ ଜଗନ୍ନାଥଙ୍କୁ ଆଦେଶ ଦେଲେ । ଦେବୀ ଲକ୍ଷ୍ମୀ ଏଥିରେ ମର୍ମାହତ ହୋଇ ଶ୍ରୀମନ୍ଦିର ଛାଡି ଚାଲିଗଲେ । ହେଲେ ଦେବୀଙ୍କ କ୍ରୋଧ ଫଳରେ ଜଗନ୍ନାଥ ଓ ବଳରାମ ଦୁଇ ଭାଇ ଖାଇବାକୁ ନ ପାଇ ଦୁଆର ଦୁଆର ବୁଲି ବିବିଧ ପ୍ରକାରେ ଅପମାନିତ ହେଲେ । ପରିଶେଷରେ ଦୁଇ ଭାଇ ନିଜର ଭୁଲ ବୁଝିପାରିଲେ ଏବଂ ଦୁଇ ଠାକୁରଙ୍କ ଅନୁରୋଧକ୍ରମେ ମା ଲକ୍ଷ୍ମୀ ଶ୍ରୀମନ୍ଦିରକୁ ଫେରିଆସିଲେ । ଏହା ହିଁ ଲକ୍ଷ୍ମୀ ପୁରାଣର ମୁଖ୍ୟ ବିଷୟ ବସ୍ତୁ । ନାରଦ ମୁନିଙ୍କ ପ୍ରଶ୍ନର ଉତ୍ତରରେ ପରାଶର ଋଷି ନାରଦଙ୍କୁ ଲକ୍ଷ୍ମୀ ପୂଜାର ମାହାତ୍ମ୍ୟ ବୁଝାଇଛନ୍ତି । ମାଣବସା ଗୁରୁବାର ଓଷା (ମାଣବସା ଓ ମାଣ ଓଷା ନାମରେ ମଧ୍ୟ ଜଣା)ରେ ଓଡ଼ିଶାରେ ପାଳିତ ଏକ କୃଷିଭିତ୍ତିକ ପର୍ବ । ଏହି ପର୍ବରେ ଲକ୍ଷ୍ମୀଙ୍କୁ ଗୃହରେ ଧନଧାନ୍ୟ ବୃଦ୍ଧି ନିମନ୍ତେ ମଧ୍ୟ ପୂଜା କରାଯାଏ । ଏହି ସମୟରେ ଧନଧାନ୍ୟ, ବାତ୍ସଲ୍ୟ ଓ ଦୟାକ୍ଷମାର ପ୍ରତିମୂର୍ତ୍ତି ରୂପେ ଲକ୍ଷ୍ମୀଙ୍କୁ କଳ୍ପନା କରାଯାଇ ଘରର ଶ୍ରୀ, ସମୃଦ୍ଧି, ପରିଷ୍କାର-ପରିଚ୍ଛନ୍ନତା ଆଦି ପ୍ରତି ଦୃଷ୍ଟି ଦିଆଯାଇଥାଏ । ମାର୍ଗଶିର ମାସରେ ପୂଜା ଘରେ ଧାନ ମେଣ୍ଟା ବା "ଧାନବେଣୀ"ରେ ସଜାଯାଇଥାଏ । ଧାନକେଣ୍ଡାକୁ ଗୁନ୍ଥି ଏହି ମେଣ୍ଟା ବା ବେଣୀ ତିଆରି କରାଯାଏ । ♪ Full Song Available on ♪ JioSaavn : http://bit.ly/Laxmi-Purana-JioSaavan Wynk : http://bit.ly/Laxmi-Purana-Wynk Gaana : http://bit.ly/Laxmi-Purana-Gaana Apple Music : http://bit.ly/Laxmi-Purana-Apple-Music Amazon Prime Music : http://bit.ly/Laxmi-Purana-Prime-Music iTunes : http://bit.ly/Laxmi-Purana-iTunes Spotify : http://bit.ly/Laxmi-Purana-Spotify #laxmipurana #sidharthtv #namitaagrawal #sidharthmusic #sitaramagrawal #laxmipuran #laxmipurana #manabasagurubarpuja #manabasagurubara #manabasagurubar #sidharthbhakti #odiabhajan #odiasong #jayjagannathtv

Comments