Русские видео

Сейчас в тренде

Иностранные видео


Скачать с ютуб Sri Hanuman Amrutabani | ଶ୍ରୀ ହନୁମାନ୍ ଅମୃତବାଣୀ | Namita Agrawal | Sidharth Music в хорошем качестве

Sri Hanuman Amrutabani | ଶ୍ରୀ ହନୁମାନ୍ ଅମୃତବାଣୀ | Namita Agrawal | Sidharth Music 8 лет назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



Sri Hanuman Amrutabani | ଶ୍ରୀ ହନୁମାନ୍ ଅମୃତବାଣୀ | Namita Agrawal | Sidharth Music

Create Your Reels Here :- https://bit.ly/3toH3uv Song : Sri Hanuman Amrutabani Album: Sri Hanuman Amrutabani Singer: Namita Agrawal Video Artiste: Namita Agrawal Music Director: Traditional Lyrics: Alekh Biswal Video Director: Bharati Krushna Producer: Sitaram Agrawal Music Label: Sidharth Music ------------------------------------------------------ ♪ Full Song Available on ♪ ►JioSaavn : https://bit.ly/2t1YplO ►Wynk : https://bit.ly/38ITdm8 ►Resso : ►Spotify : https://spoti.fi/36AvBhY ►Gaana : https://bit.ly/2RVTiMr ►Apple Music : https://apple.co/30ZfKZf ►Amazon Prime Music : https://amzn.to/2NZn5CT ------------------------------------------------------ For Caller Tune : Operator Codes : Vodafone Subscribers Dial 5372638531 Airtel Subscribers Dial 5432111264969 Idea Subscribers Dial 567892638531 BSNL (South / East) Subscribers sms BT 2638531 To 56700 ------------------------------------------------------ ଏହି ହନୁମାନ ଅମୃତବାଣୀରେ ଶ୍ରୀ ହନୁମାନଙ୍କ ଲୀଳା ଖୁବ୍ ସୁନ୍ଦର ଭାବେ ବର୍ଣନା କରାହୋଇଚି । ହନୁମାନ ସୁଗ୍ରୀବଙ୍କ ଭଣଜା ଓ ରାମଚନ୍ଦ୍ରଙ୍କ ଶ୍ରେଷ୍ଠ ଭକ୍ତଭାବେ ପରିଚିତ । ଏହାଙ୍କ ମାତାଙ୍କ ନାମ ଅଞ୍ଜନା; ଏ ବାୟୁଦେବତାଙ୍କ ପୁତ୍ର । ଏ ପ୍ରଥମେ ବାଳିଙ୍କର ସେନାପତି ଥିଲେ, ପରେ ବାଳିଙ୍କର ରାଜ୍ୟରୁ ବିତାଡ଼ନ ପରେ ଏ ସୁଗ୍ରୀବଙ୍କର ପାରିଷଦ ହେଲେ ସୀତାହରଣ ପରେ ରାମଚନ୍ଦ୍ରଙ୍କର ସୁଗ୍ରୀବଙ୍କ ସଙ୍ଗେ ମିତ୍ରତା ହେବାରୁ ଏ ସୀତାଙ୍କୁ ଠାବ କରିବାକୁ ଦୂତରୂପେ ଦକ୍ଷିଣକୁ ଯାଇ ଲଙ୍କାରେ ଅଶୋକବନରେ ସୀତାଙ୍କୁ ଠାବ କରି, ତାଙ୍କୁ ଶ୍ରୀରାମଙ୍କ ସଂବାଦ ଦେଇ, ତାଙ୍କଠାରୁ ଲେଉଟ ସଂବାଦ ଓ ସଂଙ୍କେତ ଆଣି ଶ୍ରୀରାମଙ୍କୁ ଦେଇଥିଲେ । ଏ ନିଜ ଲାଙ୍ଗୁଳରେ କନା ଗୁଡ଼ିଆଇ ତେଲ ଢଳାଇ ତହିଁରେ ନିଆ ଲଗାଇ ଲଙ୍କାକୁ ପୋଡ଼ି ପକାଇ ଥିଲେ ଏ ଅତ୍ୟନ୍ତ ବଳଶାଳୀ ଥିଲେ ଓ ଭାରତବର୍ଷରୁ ଲଙ୍କାକୁ ଡେଇଁଥିଲେ ଲକ୍ଷ୍ମଣଙ୍କ ଶକ୍ତିଭେଦ ହେବାରୁ ଏ ଅମରଔଷଧି ଆଣିବାକୁ ଯାଇ ଗନ୍ଧମାର୍ଦ୍ଦନ ପର୍ବତକୁ ଉପାଡ଼ି ନିଜ ମୁଣ୍ଡରେ ବୋହି ଲଙ୍କାଠାକୁ ଆଣିବାରୁ ଲକ୍ଷ୍ମଣଙ୍କର ପ୍ରାଣରକ୍ଷା ହେଲା । ଏ ରାବଣଙ୍କ ରାକ୍ଷସ ସେନା ସଙ୍ଗେ ଖୁବ୍ ବୀରତା ସହକାରେ ୟୁଦ୍ଧ କରି ଥିଲେ ରାମଚନ୍ଦ୍ର ଦେହ ତ୍ୟାଗ କରିବା ସମଯରେ ଏହାଙ୍କୁ ଅମରବର ଦେଇଥିଲେ । କଥିତ ଅଛି ଯେ, ଲଙ୍କା ପୋଡ଼ିବା ପରେ ହନୁମାନ୍ ନିଜ ଲାଙ୍ଗୁଡ଼ରେ ଜଳୁଥିବା ନିଆଁକୁ ହାତରେ ଓ ଗୋଡ଼ରେ ମଳି ଲିଭାଇ ଦେଇ ସେହି କରତଳକୁ ମୁଁହରେ ବୋଳି ଦେବାରୁ ତାଙ୍କ ମୁହଁ କଳା ପଡ଼ିଗଲା ଓ ତଦବଧି ତାଙ୍କ ବଂଶଧରମାନେ (ହନୁମାଙ୍କଡ଼) ମୁହଁପୋଡ଼ା ବାନ୍ଦର ହେଲେ । ଦ୍ଵାପର ଯୁଗରେ ଭୀମଙ୍କ ସଙ୍ଗେ ଗନ୍ଧମାର୍ଦ୍ଦନ ପର୍ବତରେ ଏହାଙ୍କର ଭେଟ ହୋଇଥିଲା । ହିନ୍ଦୁମାନେ ଏହାଙ୍କୁ 'ମହାବୀର' ଠାକୁର ରୁପରେ ପୁଜା କରନ୍ତି । "Sidharth Music" ଏବଂ "Sidharth TV" ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଏହି Video କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ Video ର Notification ପାଇବା ପାଇଁ "Namita Agrawal" YouTube Channelକୁ Subscribe କରନ୍ତୁ ଓ Bell 🔔 ର Button ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I #SidharthMusic #SidharthTV #SitaramAgrawal #NamitaAgrawal

Comments