Русские видео

Сейчас в тренде

Иностранные видео


Скачать с ютуб NIRIMAKHI TAPOI - Suna Suna Maa Bhauni | Khudurukuni Osha Katha | Namita Agrawal | Sidharth Music в хорошем качестве

NIRIMAKHI TAPOI - Suna Suna Maa Bhauni | Khudurukuni Osha Katha | Namita Agrawal | Sidharth Music 8 лет назад


Если кнопки скачивания не загрузились НАЖМИТЕ ЗДЕСЬ или обновите страницу
Если возникают проблемы со скачиванием, пожалуйста напишите в поддержку по адресу внизу страницы.
Спасибо за использование сервиса savevideohd.ru



NIRIMAKHI TAPOI - Suna Suna Maa Bhauni | Khudurukuni Osha Katha | Namita Agrawal | Sidharth Music

ଖୁଦୁରୁକୁଣି ଓଷା ମଧ୍ୟ ଭାଲୁକୁଣି ଓଷା ଓ ଢିଙ୍କି ଓଷା ଭାବେ ମଧ୍ୟ ପରିଚିତ । ଶ୍ରାବଣ ମାସର ସମସ୍ତ ରବିବାର ଦିନ ଏହି ଓଷା କୁଆଁରୀ ଓଡ଼ିଆ ଝିଅ ମାନଙ୍କ ଦ୍ୱାରା ଓଡ଼ିଶାରେ ପାଳନ କରାଯାଇଥାଏ । ଏଥିରେ ଖୁଦୁରୁକୁଣି (ମା ମଙ୍ଗଳା ବା ଦୁର୍ଗା)ଙ୍କର ପୂଜା ଅର୍ଚନା କରାଯାଇଥାଏ । ଓଡ଼ିଶାରେ ସାଧବ ପୁଅମାନେ ସୁଦୂର ଅତୀତରେ ଦେଶବିଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ସେହିପରି ଏକ ସାତ ସାଧବ ଭାଇ ଓ ସେମାନଙ୍କ ଅଲିଅଳି ଭଉଣୀ ତଅପୋଇକୁ ଭାଉଜମାନେ ଯାତନା ଦେବା ଓ ଖୁଦୁରୁକୁଣିଙ୍କୁ ପୂଜି ସେଥିରୁ ମୁକ୍ତି ମିଳିବାକୁ ନେଇ ଏହି ଓଷାର ଆରମ୍ଭ । ଝିଅମାନେ ଦୂରରେ ଥିବା ଆତ୍ମୀୟ ଓ ମୁଖ୍ୟତଃ ଭାଇମାନଙ୍କର ମଙ୍ଗଳ ମନାସି ଏହି ଓଷା ପାଳିଥାନ୍ତି । ପୁରାତନ ଯୁଗରେ ବର୍ତ୍ତମାନର କେନ୍ଦ୍ରାପଡାର ସାତଭାୟା ସାତଜଣ ସାଧବ ଭାଇ ବୋଇତରେ ଦୂରଦେଶକୁ ବଣିଜ କରିବା ନିମନ୍ତେ ଯାଉଥିଲେ । ବର୍ଷରେ ଗୋଟିଏ ଦିନରେ ସେମାନେ ଘରକୁ ଲେଉଟିଆ ଆସୁଥିଲେ । ଏହି ଦିନ ତାଙ୍କର ଗୋଟିଏ ମାତ୍ର ଭଉଣୀ ତଅପୋଇ ଏହି ଓଷା ଭାଇମାନଙ୍କର ଶୁଭ ମନାସିବା ପାଇଁ ପାଳୁଥିଲେ । ସେହି ଦିନଠାରୁ କୁଆଁରୀମାନେ ଏହା କରିବାର ବିଧି ରହିଅଛି । ଏହି ଦିନ ସକାଳୁ କୁଆଁରୀ ଝିଅମାନେ ଖୁଦୁରୁକୁଣି ଠାକୁରାଣୀଙ୍କୁ ଖୁଦ ଭଜା, ଲିଆ, ଉଖୁଡ଼ା, କଣ୍ଟିଆଳି କାକୁଡ଼ି ଆଦି ଭୋଗ ଭାବରେ ଅର୍ପଣ କରିଥାନ୍ତି । ତେବେ ଖୁଦଭଜା ଠାକୁରାଣିଙ୍କର ସବୁଠୁ ପ୍ରିୟ ବୋଲି ମନେ କରାଯାଇଥାଏ ଓ ତାହାଙ୍କୁ "ଖୁଦରଙ୍କୁଣି" ବା ଖୁଦ ପାଇଁ ବାଇ ବୋଲି ଶ୍ରଦ୍ଧାରେ କୁହାଯାଇଥାଏ ଯାହା ପାଇଁ ତାହାଙ୍କର ନାମ ଖୁଦୁରୁକୁଣି ହୋଇଅଛି । ଝିଅମାନେ ଗାଧୋଇ ପାଧୋଇ କନିଅର, ଚମ୍ପା, ଗୋଡ଼ିବବାଣ, ମାଳତୀ, ମନ୍ଦାର ଓ କଇଁ ଆଦି ଫୁଲ ତୋଳି ମାଟିରେ ବା ବାଲିରେ ଛୋଟ ଛୋଟ ଦେଉଳ ତୋଳି ତାହାକୁ ଫୁଲରେ ସଜାଇଥାନ୍ତି ଓ ସେଥିରେ ଠାକୁରାଣିଙ୍କୁ ଅଧିଷ୍ଠିତ କରାଇ ପୂଜା କରିଥାନ୍ତି ଓ ଯେଝା ଘରକୁ ଲେଉଟିଆସିଥାନ୍ତି । ତାହା ପରେ ସେମାନେ ଅଢ଼େଇ ମୁଠା ଉଷୁନା ଚାଉଳରେ ବିନା ଲୁଣରେ ଭାତ ରାନ୍ଧିଥାନ୍ତି । ଭାତ ରନ୍ଧା ହେଲା ପରେ ସେଥିରେ ଲୁଣ ମିଶାଇଥାନ୍ତି । ଏହା ପରେ ସେମାନେ ଫୁଲ ମାଳ କରି ଠାକୁରାଣୀଙ୍କୁ ସଜାଇଥାନ୍ତି । ଗାଁମାନଙ୍କରେ ଖୁଦୁରୁକୁଣିଙ୍କୁ ଢିଙ୍କିଶାଳରେ ପୂଜା କରାଯାଇଥାଏ । ଏହି ଜାଗାଟିକୁ ଗୋବରରେ ଲିପା ପୋଛା କରି ସେଠାରେ ଦେବୀଙ୍କୁ ଅଧିଷ୍ଠିତ କରାଯାଇଥାଏ । ଏଥିରେ ରଙ୍ଗବେରଙ୍ଗର ମୁରୁଜରେ ଝୋଟି ଚିତା ପକାଯାଇଥାଏ । ଫୁଲରେ ତୋରଣ ସବୁ ତିଆରି କରାଯାଇଥାଏ । ଦିନ ସାରା ଏହି ସଜାଣିରେ ସମୟ ବିତିବା ପରେ ସଞ୍ଜବେଳରେ ପୂଜା ଆରମ୍ଭ ହୋଇଥାଏ । ପାଳନ ବେଳେ ଝିଅମାନେ ଗୀତ ବୋଲିଥାନ୍ତି: TO SET THIS SONG AS YOUR CALLER TUNE - Airtel Subscribers Dial 5432115810043 Idea Subscribers Dial 567898426926 Vodafone Subscribers Dial 5378426926 BSNL Subscribers sms BT 8426926 To 56700 YOU CAN ALSO TUNE THIS SONG ON - JioSaavn : https://bit.ly/2HdS6Af Album: NIRIMAKHI TAPOI Singer: Namita Agrawal Video Artist: Namita Agrawal, Nimananda, Monalisa, Soma, Ameli Music Director: Subas Dash Lyrics: Alekh Biswal Producer: Sitaram Agrawal Sidharth TV ପ୍ରସ୍ତୁତ ଏହି ଭିଡିଓଟି ଯଦି ଭଲଲାଗିଥାଏ ତେବେ ଆମ channel କୁ Like ଏବଂ Share କରନ୍ତୁ I ଆମ ସହ ଯୋଡିହୋଇ ରହିବା ପାଇଁ ଏବଂ ସବୁଦିନ ନୂଆ ନୂଆ video ର Notification ପାଇବା ପାଇଁ "Sidharth TV" ର YouTube Channelକୁ Subscribe କରନ୍ତୁ ଓ Bell ର Button 🔔 ନିଶ୍ଚୟ ପ୍ରେସ୍ କରନ୍ତୁ I ଧନ୍ୟବାଦ୍ I Watch & Subscribe to our other YouTube Channels: 👉 Sidharth Music:    / sidharthmusic    👉 Namita Agrawal :    / namitaagrawal    👉 Sidharth Bhakti :    / sidharthbhakti   Enjoy & stay connected with us! 👉 Like us on Facebook :   / sidharthtvofficial   👉 Follow us on Twitter :   / sidharth_tv   👉 Follow us on Instagram :   / sidharthtvofficial   #SidharthTV #SidharthMusic #SidharthBhakti #NamitaAgrawal #SitaramAgrawal

Comments